ବିଚାରକର୍ତ୍ତା 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Viz kapitolaଓଡିଆ ବାଇବେଲ3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Viz kapitolaପବିତ୍ର ବାଇବଲ3 ସଦାପ୍ରଭୁ ମାନୋହର ସ୍ତ୍ରୀକୁ ପ୍ରସନ୍ନ ହେଲେ, ଏବଂ ତାଙ୍କୁ କହିଲେ, “ତୁମ୍ଭେ ଆଜି ଯାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। Viz kapitola |