ବିଚାରକର୍ତ୍ତା 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ଵାମୀକି କହିଲା, ପରମେଶ୍ଵରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ଵରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ; Viz kapitolaଓଡିଆ ବାଇବେଲ6 ଏ ଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକି କହିଲା, ପରମେଶ୍ୱରଙ୍କର ଏକ ଲୋକ ମୋ’ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ; Viz kapitolaପବିତ୍ର ବାଇବଲ6 ଏହା ପରେ ସେହି ସ୍ତ୍ରୀଲୋକଜଣକ ତା'ର ସ୍ୱାମୀକୁ କହିଲା ଯାହାସବୁ ଘଟିଗଲା। ସେ କହିଲା, “ପରମେଶ୍ୱରଙ୍କର ଜଣେ ଲୋକ ମୋ’ ନିକଟକୁ ଆସିଲେ ଯିଏ କି ପରମେଶ୍ୱରଙ୍କ ଦୂତପରି ଦେଖାଯାଉଥିଲେ। ସେ ଅତି ଭୟଙ୍କର ଦେଖାଯାଉଥିଲେ। ସେ କେଉଁଠୁ ଆସିଥିଲେ, ମୁଁ ତାଙ୍କୁ ପଗ୍ଭରି ପାରିଲି ନାହିଁ। କିମ୍ବା ସେ ତାଙ୍କର ନାମ ମୋତେ କହିଲେ ନାହିଁ। Viz kapitola |