ବିଚାରକର୍ତ୍ତା 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହୁଁ ପରମେଶ୍ଵର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ଵରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ଵାମୀ ମାନୋହ ତାହା ସଙ୍ଗରେ ନ ଥିଲା। Viz kapitolaଓଡିଆ ବାଇବେଲ9 ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା। Viz kapitolaପବିତ୍ର ବାଇବଲ9 ପରମେଶ୍ୱର ମାନୋହର ପ୍ରାର୍ଥନା ଶୁଣିଲେ। ସେହି ସଦାପ୍ରଭୁଙ୍କର ଦୂତ ପୁନ୍ନରାୟ ସେହି ସ୍ତ୍ରୀଲୋକ ପାଖକୁ ଆସିଲେ, ସେହି ସ୍ତ୍ରୀ ଜଣକ ଯେତେବେଳେ କ୍ଷେତରେ ତାଙ୍କ ସ୍ୱାମୀଙ୍କ ବିନା ଏକା ଥିଲେ, ସେହି ସମୟରେ ଦୂତ ତାଙ୍କ ନିକଟକୁ ଆସିଲେ। Viz kapitola |