ବିଚାରକର୍ତ୍ତା 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟନା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ଵ କରୁଥିଲେ। Viz kapitolaଓଡିଆ ବାଇବେଲ4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ। Viz kapitolaପବିତ୍ର ବାଇବଲ4 ଶାମ୍ଶୋନଙ୍କର ପିତାମାତା ଜାଣି ପାରିଲେ ନାହିଁ ଯେ, ସଦାପ୍ରଭୁ ଏହିପରି ଯୋଜନା କରିଥିଲେ। ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୁଯୋଗ ଖୋଜୁଥିଲେ ଏବଂ ସେମାନଙ୍କ ବିରୁଦ୍ଧରେ ପଦକ୍ଷେପ ନେବା ପାଇଁ ଏକ କାରଣ ଖୋଜୁଥିଲେ। ସେହି ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ ରାଜତ୍ୱ କରୁଥିଲେ। Viz kapitola |