ବିଚାରକର୍ତ୍ତା 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ସେ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ତାହା ଦୃଷ୍ଟିରେ ପସନ୍ଦ ହେଲା। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ଶାମ୍ଶୋନ୍ ଯାଇ ସେହି ସ୍ତ୍ରୀ ସଙ୍ଗରେ କଥାବାର୍ତ୍ତା କଲା ଓ ସେ ସ୍ତ୍ରୀ ଦୃଷ୍ଟିରେ ପସନ୍ଦ ହେଲା। Viz kapitolaପବିତ୍ର ବାଇବଲ7 ଏହିପରି ଭାବରେ ଶାମ୍ଶୋନ୍ ନଗରକୁ ଯାଇ ପଲେଷ୍ଟୀୟ ସ୍ତ୍ରୀଲୋକଟି ସହିତ କଥା ହେଲେ। ସେହି ସ୍ତ୍ରୀଲୋକଟି ଶାମ୍ଶୋନଙ୍କୁ ପସନ୍ଦ କଲା। Viz kapitola |