ବିଚାରକର୍ତ୍ତା 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ। Viz kapitolaଓଡିଆ ବାଇବେଲ1 ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ। Viz kapitolaପବିତ୍ର ବାଇବଲ1 ଅମଳ ସମୟରେ ଶାମ୍ଶୋନ୍ ଗୋଟିଏ ଯୁବା ଛେଳି ଉପହାର ଧରି ନିଜର ସ୍ତ୍ରୀକୁ ଦେଖିବାକୁ ଗଲେ ଏବଂ ସେ କହିଲେ, “ମୁଁ ମୋର ସ୍ତ୍ରୀକୁ ଦେଖିବାକୁ ଯାଇପାରେ କି?” କିନ୍ତୁ ସେଥିରେ ତା'ର ପିତା ଶାମ୍ଶୋନ୍କୁ ଯିବାକୁ ଅନୁମତି ଦେଲେ ନାହିଁ। Viz kapitola |