ବିଚାରକର୍ତ୍ତା 15:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ଵନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କଲେ, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା। Viz kapitolaଓଡିଆ ବାଇବେଲ14 ସେ ଲିହୀରେ ଉପସ୍ଥିତ ହୁଅନ୍ତେ, ପଲେଷ୍ଟୀୟମାନେ ତାହାକୁ ଭେଟି ଜୟଧ୍ୱନି କଲେ; ତହୁଁ ସଦାପ୍ରଭୁଙ୍କ ଆତ୍ମା ଶକ୍ତିର ସହ ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ତହିଁରେ ତାହାର ବାହୁରେ ଥିବା ଦଉଡ଼ି ଅଗ୍ନିଦଗ୍ଧ ଛଣପଟ ପରି ହେଲା, ଆଉ ତାହା ହାତରୁ ବନ୍ଧନ ଖସି ପଡ଼ିଲା। Viz kapitolaପବିତ୍ର ବାଇବଲ14 ସେ ଯେତେବେଳେ ଲିହୀ ରାଜ ପ୍ରାସାଦରେ ପହଞ୍ଚିଲେ, ପଲେଷ୍ଟୀୟ ଲୋକମାନେ ତାଙ୍କୁ ଦେଖିବାକୁ ଆସିଲେ। ସେମାନେ ଖୁସୀରେ ଜୟ ଜୟ ଧ୍ୱନି କରୁଥିଲେ। ଏହା ପରେ ତାଙ୍କ ଉପରକୁ ସଦାପ୍ରଭୁଙ୍କର ଆତ୍ମା ଯେତେବେଳେ ଆସିଲା, ସେ ଶକ୍ତିଶାଳୀ ହୋଇ ଉଠିଲେ। ଶାମ୍ଶୋନ୍ ଦୌଡ଼ିଟିକୁ ଛିଣ୍ତାଇ ଦେଲେ, ତାଙ୍କ ହାତରୁ ଦଉଡ଼ିଗୁଡ଼ିକ ମିଳାଇ ଗଲାପରି ଏବଂ ପୋଡ଼ାସୂତା ପରି ଝରି ପଡ଼ିଲା। Viz kapitola |