Online Bible

- Reklamy -




ବିଚାରକର୍ତ୍ତା 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏ ଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ଵାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ସିନା ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।

Viz kapitola kopírovat

ଓଡିଆ ବାଇବେଲ

18 ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହାଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।

Viz kapitola kopírovat

ପବିତ୍ର ବାଇବଲ

18 ଶା‌ମ୍‌ଶୋନ୍ ବହୁତ ତୃଷାର୍ତ୍ତ ଥିଲେ। ତେଣୁ ସେ ସଦାପ୍ରଭୁଙ୍କୁ ନିବେଦନ କଲେ, “ମୁଁ ତୁମ୍ଭର ଦାସ, ତୁମ୍ଭେ ମୋତେ ମହତ ବିଜୟ ଦେଇଅଛ। ଏବେ ମୁଁ ଶୋଷରେ ମରୁଛି। ମୁଁ ଅସୁନ୍ନତ ଲୋକମାନଙ୍କ ହସ୍ତରେ ପଡ଼ିବାକୁ ଯାଉଛି, ତେଣୁ ମୋତେ ରକ୍ଷା କର।”

Viz kapitola kopírovat




ବିଚାରକର୍ତ୍ତା 15:18

Následuj nás:

Reklamy


Reklamy