ବିଚାରକର୍ତ୍ତା 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ପରମେଶ୍ଵର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା; ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ (ଡାକିଲା ଲୋକର ଝର) ଦେଲା, ତାହା ଅଦ୍ୟାପି ଲିହୀରେ ଅଛି। Viz kapitolaଓଡିଆ ବାଇବେଲ19 ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି। Viz kapitolaପବିତ୍ର ବାଇବଲ19 ପରମେଶ୍ୱର ଲିହୀସ୍ଥିତ ଏକ ଖୋଲ ବିଦୀର୍ଣ୍ଣ କରିବାରୁ ତହିଁରୁ ଜଳ ନିର୍ଗତ ହେଲା। ଶାମ୍ଶୋନ୍ ସେହି ଜଳ ପାନ କଲେ ଏବଂ ତାଙ୍କର ଶକ୍ତି ଫେରି ଆସିଲା। ସେ ଏହି ସ୍ଥାନର ନାମ ଐନ୍ହକ୍କରୀ ଦେଲେ। ଯାହାକି ଏବେ ପର୍ଯ୍ୟନ୍ତ ଲିହୀରେ ଅଛି। Viz kapitola |