ବିଚାରକର୍ତ୍ତା 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା। Viz kapitolaଓଡିଆ ବାଇବେଲ5 ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା। Viz kapitolaପବିତ୍ର ବାଇବଲ5 ତହୁଁ ସେ ମଶାଲ ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା କ୍ଷେତ ମଧ୍ୟକୁ ସେମାନଙ୍କୁ ଛାଡ଼ି ଦେଲେ। ଯେତେବେଳେ ସେମାନେ ଶସ୍ୟବିଡ଼ାର କ୍ଷେତ ଦେଇ, ଦ୍ରାକ୍ଷାକ୍ଷେତ୍ର ଦେଇ ଏବଂ ଅଲିଭ୍ କ୍ଷେତ ଦେଇ ଗଲେ, ସବୁକିଛି ପୋଡ଼ି ପାଉଁଶ ହୋଇଗଲା। Viz kapitola |