Online Bible

- Reklamy -




ବିଚାରକର୍ତ୍ତା 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷା; ହେବି।

Viz kapitola kopírovat

ଓଡିଆ ବାଇବେଲ

7 ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।

Viz kapitola kopírovat

ପବିତ୍ର ବାଇବଲ

7 ଶା‌ମ୍‌ଶୋନ୍ ପଲେଷ୍ଟୀୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ମୋ’ ପ୍ରତି ଖରାପ ବ୍ୟବହାର ପ୍ରଦର୍ଶନ କରିଅଛ। ମୁଁ ମଧ୍ୟ ତୁମ୍ଭ ପ୍ରତି ଖରାପ ବ୍ୟବହାର ଦେଖାଇବି, ମୁଁ ତୁମ୍ଭ ଉପରେ ପ୍ରତିଶୋଧ ନ ନେବା ପର୍ଯ୍ୟନ୍ତ ଚୁପ୍ ହେବି ନାହିଁ।”

Viz kapitola kopírovat




ବିଚାରକର୍ତ୍ତା 15:7

Následuj nás:

Reklamy


Reklamy