ବିଚାରକର୍ତ୍ତା 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଏଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା। Viz kapitolaଓଡିଆ ବାଇବେଲ8 ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା। Viz kapitolaପବିତ୍ର ବାଇବଲ8 ଏହା ପରେ ଶାମ୍ଶୋନ୍ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। ସେ ସେମାନଙ୍କ ମଧ୍ୟରୁ ଅନେକଙ୍କୁ ହତ୍ୟା କଲେ। ଏବଂ ଏହା ପରେ ସେ ଏକ ଗୁମ୍ଫାରେ ଯାଇ ବାସ କଲେ ଯେଉଁ ଗୁମ୍ଫାର ନାମ ଥିଲା ଏଟମ୍ ଶୈଳ। Viz kapitola |