ବିଚାରକର୍ତ୍ତା 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋଠୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି। Viz kapitolaଓଡିଆ ବାଇବେଲ17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋ’ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି। Viz kapitolaପବିତ୍ର ବାଇବଲ17 ଶେଷରେ ଶାମ୍ଶୋନ୍ ସମସ୍ତ ଗୁପ୍ତକଥା ତାକୁ ଜଣାଇଲେ। ସେ ତାକୁ କହିଲେ, “ମୁଁ ଜନ୍ମ ପୂର୍ବରୁ ସଦାପ୍ରଭୁଙ୍କୁ ସମର୍ପଣ ହୋଇଥିଲି। ମୁଁ ମୋର ବାଳ କେବେ କାଟି ନ ଥିଲି। ଯଦି କୌଣସି ଲୋକ ମୋର ମୁଣ୍ଡର ବାଳ କାଟି ସଫା କରିଦିଏ, ତେବେ ମୁଁ ମୋର ସମସ୍ତ ଶକ୍ତି ହରାଇବି ଓ ସାଧାରଣ ଲୋକଙ୍କ ପରି ହୋଇଯିବି।” Viz kapitola |