Online Bible

- Reklamy -




ବିଚାରକର୍ତ୍ତା 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଳେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।

Viz kapitola kopírovat

ଓଡିଆ ବାଇବେଲ

19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।

Viz kapitola kopírovat

ପବିତ୍ର ବାଇବଲ

19 ଦଲୀଲା ତାଙ୍କୁ ନିଜର କୋଳରେ ଶୁଆଇ ଦେଲା ଏବଂ ତା'ପରେ ତାଙ୍କର ସାତୋଟି ବେଣୀକୁ କ୍ଷୌର କରିବା ପାଇଁ, ଭିତରେ ଥିବା ଲୋକଟିକୁ ସେ ଡାକିଲା। ତା'ପରେ ଆଉ ଜଣେ ଲୋକ ଡକାଇ ତା'ର ମୁଣ୍ଡରୁ ସାତବେଣୀ କଟାଇଲା। ଏହିପରି ସେ ଶା‌ମ୍‌ଶୋ‌ନଙ୍କୁ କଷ୍ଟ ଦେବାକୁ ଆରମ୍ଭ କଲା ଓ ଶା‌ମ୍‌ଶୋ‌ନ୍‌ର ସାମର୍ଥ୍ୟ ଗ୍ଭଲିଗଲା।

Viz kapitola kopírovat




ବିଚାରକର୍ତ୍ତା 16:19

Následuj nás:

Reklamy


Reklamy