ବିଚାରକର୍ତ୍ତା 16:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ। Viz kapitolaଓଡିଆ ବାଇବେଲ20 ତହୁଁ ସେ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି। ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ। Viz kapitolaପବିତ୍ର ବାଇବଲ20 ଏହା ପରେ ଦଲୀଲା ଶାମ୍ଶୋନଙ୍କୁ କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ପାଇଁ ଆସିଛନ୍ତି।” ସେ ଉଠିଲା ଏବଂ ଚିନ୍ତା କଲା, “ମୁଁ ନିଜକୁ ମୁକ୍ତ କରିବି ଓ ପୂର୍ବଥର ପରି ତାଙ୍କ ପାଖରୁ ଖସି ପଳାଇବି।” କିନ୍ତୁ ଶାମ୍ଶୋନ୍ ଜାଣି ନ ଥିଲେ ଯେ ସଦାପ୍ରଭୁ ତାଙ୍କ ନିକଟରୁ ଦୂରେଇ ଯାଇଥିଲେ। Viz kapitola |