ବିଚାରକର୍ତ୍ତା 16:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। Viz kapitolaପବିତ୍ର ବାଇବଲ23 ପଲେଷ୍ଟୀୟମାନେ ଏକତ୍ରିତ ହୋଇ ଜୟଲାଭ ଉତ୍ସବ ପାଳନ କଲେ। ସେମାନେ ସେମାନଙ୍କର ଦାଗୋନ୍ ଦେବତା ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କଲେ। ସେମାନେ କହିଲେ, “ଶାମ୍ଶୋନଙ୍କୁ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦେବତା ଆମ୍ଭମାନଙ୍କୁ ସାହାଯ୍ୟ କଲେ। ଯେ କି ଆମ୍ଭର ଶତ୍ରୁ ଥିଲା।” Viz kapitola |