Online Bible

- Reklamy -




ବିଚାରକର୍ତ୍ତା 16:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍ଶୋନ୍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ। ତହୁଁ ସେମାନେ ଶାମ୍ଶୋନ୍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

Viz kapitola kopírovat

ଓଡିଆ ବାଇବେଲ

25 ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ। ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ

25 ଅତି ଆନନ୍ଦିତ ହୋଇ ସେମାନେ କହିଲେ, “ଶା‌ମ୍‌ଶୋ‌ନଙ୍କୁ ତା'ର କୋଠରୀରୁ ଆଣ, ସେ ଆମ୍ଭମାନଙ୍କ ସମ୍ମୁଖରେ କୌତୁକ କରିବ।” ତେଣୁ ସେମାନେ ଶା‌ମ୍‌ଶୋ‌ନଙ୍କୁ ଗାରାଗାରରୁ ବାହାରକୁ ଆଣିଲେ। ସେ ସେମାନଙ୍କ ଆଗରେ କୌତୁକ କଲେ ଓ ସେମାନେ ତା'ର ପରିହାସ କଲେ। ଆଉ ସେମାନେ ତାକୁ ଦାଗୋନ୍ ମନ୍ଦିରର ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

Viz kapitola kopírovat




ବିଚାରକର୍ତ୍ତା 16:25

Následuj nás:

Reklamy


Reklamy