Online Bible

- Reklamy -




ବିଚାରକର୍ତ୍ତା 16:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।

Viz kapitola kopírovat

ପବିତ୍ର ବାଇବଲ

27 ସେହି ମନ୍ଦିର ନରନାରୀମାନଙ୍କ ସହିତ ଭରପୁର ଥିଲା। ପଲେଷ୍ଟୀୟମାନଙ୍କର ସମସ୍ତ ଅଧିପତି ସେଠାରେ ଉପସ୍ଥିତ ଥିଲେ। ମନ୍ଦିରର ଛାତ ଉପରେ ପ୍ରାୟ ନରନାରୀ ତିନି ହଜାର ଛିଡ଼ା ହୋଇଗଲେ। ସେମାନେ ଶା‌ମ୍‌ଶୋ‌ନଙ୍କୁ ଉପହାସ କରୁଥିଲେ।

Viz kapitola kopírovat




ବିଚାରକର୍ତ୍ତା 16:27

Následuj nás:

Reklamy


Reklamy