Online Bible

- Reklamy -




ବିଚାରକର୍ତ୍ତା 16:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ଵର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।

Viz kapitola kopírovat

ଓଡିଆ ବାଇବେଲ

28 ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୁ ସଦାପ୍ରଭୁ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।

Viz kapitola kopírovat

ପବିତ୍ର ବାଇବଲ

28 ଏହା ପରେ ଶା‌ମ୍‌ଶୋନ୍ ସଦାପ୍ରଭୁଙ୍କ ନିକଟରେ ଏହା କହି ପ୍ରାର୍ଥନା କଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ! ମୋତେ ଭୁଲି ଯାଅ ନାହିଁ। ପ୍ରଭୁ, ଦୟାକରି ମୋତେ ଆଉଥରେ ଶକ୍ତି ପ୍ରଦାନ କର। ଯାହାଫଳରେ ମୁଁ ପଲେଷ୍ଟୀୟମାନଙ୍କୁ ଦଣ୍ତ ଦେଇ ପାରିବି ଏବଂ ଏକ ମୁଷ୍ଟିଘାତରେ ସେମାନଙ୍କଠାରୁ ପ୍ରତିଶୋଧ ନେବି। ଯେଉଁମାନେ ମୋର ଦୁଇ ଆଖି ଉପାଡ଼ି ଦେଇଛନ୍ତି।”

Viz kapitola kopírovat




ବିଚାରକର୍ତ୍ତା 16:28

Následuj nás:

Reklamy


Reklamy