ବିଚାରକର୍ତ୍ତା 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ତିଯାଏ, ସେପରି ସେ ସବୁ ତ; ଛିଣ୍ତାଇ ପକାଇଲା। ଏହିରୂପେ ତାହାର ବଳର ତତ୍ତ୍ଵ ଜଣାଗଲା ନାହିଁ। Viz kapitolaଓଡିଆ ବାଇବେଲ9 ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ। Viz kapitolaପବିତ୍ର ବାଇବଲ9 ସେ ସମୟରେ କେତେକ ଲୋକ ପରବର୍ତ୍ତୀ କୋଠରୀରେ ଲୁଚି ରହିଲେ। ତେଣୁ ସେ ସେମାନଙ୍କୁ କହିଲା, “ଶାମ୍ଶୋନ୍! ବର୍ତ୍ତମାନ ପଲେଷ୍ଟୀୟମାନେ ତୁମ୍ଭ ପାଖକୁ ଆସିଛନ୍ତି!” କିନ୍ତୁ ଶାମ୍ଶୋନ୍ ଅନାୟାସରେ ଧନୁର ଗୁଣକୁ ଛିଣ୍ତାଇ ଦେଲେ। ଅଗ୍ନି ଝାସ ପାଇଥିବା ଦଉଡ଼ି ପରି ଛିଣ୍ତିଗଲା। ଏହିପରି ସେମାନେ ତାଙ୍କର ବଳର ଗୁପ୍ତ ରହସ୍ୟ ଜାଣି ପାରିଲେ ନାହିଁ। Viz kapitola |