ବିଚାରକର୍ତ୍ତା 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ। Viz kapitolaଓଡିଆ ବାଇବେଲ2 ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ। Viz kapitolaପବିତ୍ର ବାଇବଲ2 ମୀଖା ତା'ର ମା’କୁ କହିଲା, “ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1,100 ଖଣ୍ତ ରୂପା ଗ୍ଭେରି ହୋଇଥିଲା ଏବଂ ତୁମ୍ଭେ ଶାପ ଦେଉଥିବାର ମୁଁ ଶୁଣିଲି। ସେହି ରୂପା ମୋ’ ପାଖରେ ଅଛି, ମୁଁ ଏହା ଦେଖିଲି।” ତା'ର ମା ତାକୁ କହିଲା, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ ମୋର ପୁତ୍ର।” Viz kapitola |