ବିଚାରକର୍ତ୍ତା 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି। Viz kapitolaଓଡିଆ ବାଇବେଲ3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି। Viz kapitolaପବିତ୍ର ବାଇବଲ3 ମୀଖା ସେହି 1,100 ଖଣ୍ତ ରୂପା ତା'ର ମା’କୁ ଫେରାଇ ଦେଲା। ଏହା ପରେ ତା'ର ମା ତାକୁ କହିଲେ, “ମୁଁ ସେହି ରୂପା ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶେଷ ଉପହାର ରୂପେ ଅର୍ପଣ କରିବି। ମୁଁ ଏହା ମୋର ପୁତ୍ରକୁ ଦେବି, ଯାହାଫଳରେ ସେ ଏକ ମୂର୍ତ୍ତି କରି ତାକୁ ରୂପା ଆଚ୍ଛାଦନ କରି ପାରିବ। ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।” Viz kapitola |