ବିଚାରକର୍ତ୍ତା 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି। Viz kapitolaଓଡିଆ ବାଇବେଲ9 ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ ? ସେ ଉତ୍ତର କଲା, ମୁଁ ବେଥଲିହିମ ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି। Viz kapitolaପବିତ୍ର ବାଇବଲ9 ତହିଁରେ ମୀଖା ତାହାକୁ ପଗ୍ଭରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କରି କହିଲା, “ମୁଁ ବୈଥ୍ଲେହମ୍ ଯିହୁଦାର ଏକ ଲେବୀୟ ଲୋକ। ମୁଁ ବାସ କରିବାକୁ ଗୋଟିଏ ସ୍ଥାନ ଖୋଜୁଛି।” Viz kapitola |