Online Bible

- Reklamy -




ବିଚାରକର୍ତ୍ତା 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍‍-ଯିୟାରୀମର ପଛରେ ଅଛି।

Viz kapitola kopírovat

ପବିତ୍ର ବାଇବଲ

12 ସେମାନେ ଲୟିଶକୁ ଯିବା ବାଟରେ ଯିହୁଦାର କିରିୟତ ଯିୟାରୀମ ନଗରରେ ଛାଉଣି ସ୍ଥାପନ କଲେ। ସେହି କାରଣରୁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ମହନୀଦାନ୍ ବୋଲି ପରିଚିତ। ଯାହାକି କିରିୟତ ଯିୟାରୀମର ପଶ୍ଚିମରେ ଅଛି।

Viz kapitola kopírovat




ବିଚାରକର୍ତ୍ତା 18:12

Následuj nás:

Reklamy


Reklamy