ବିଚାରକର୍ତ୍ତା 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା। Viz kapitolaଓଡିଆ ବାଇବେଲ26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା। Viz kapitolaପବିତ୍ର ବାଇବଲ26 ଏହା ପରେ ଦାନ୍ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପୁଣି ମୀଖା ସେମାନଙ୍କୁ ନିଜଠାରୁ ଅଧିକ ବଳବାନ ଦେଖି ନିଜ ଗୃହକୁ ଫେରି ଗଲେ। Viz kapitola |