Online Bible

- Reklamy -




ବିଚାରକର୍ତ୍ତା 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ

4 ସେ ଉତ୍ତରରେ କହିଲା, ମୀଖା ମୋ’ ପ୍ରତି ଏହିପରି କରିଛନ୍ତି। “ସେ ମୋତେ ବେତନ ଦେଇ ଏଠାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି।”

Viz kapitola kopírovat




ବିଚାରକର୍ତ୍ତା 18:4

Následuj nás:

Reklamy


Reklamy