ବିଚାରକର୍ତ୍ତା 18:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। Viz kapitolaଓଡିଆ ବାଇବେଲ9 ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ। Viz kapitolaପବିତ୍ର ବାଇବଲ9 ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ। Viz kapitola |