ବିଚାରକର୍ତ୍ତା 19:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁନ୍ତମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ। Viz kapitolaଓଡିଆ ବାଇବେଲ12 ମାତ୍ର ତାହାର ମୁନିବ ତାହାକୁ କହିଲା, ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ। Viz kapitolaପବିତ୍ର ବାଇବଲ12 କିନ୍ତୁ ତାଙ୍କର ମୁନିବ ଲେବୀୟ ଲୋକଜଣକ ତାଙ୍କୁ କହିଲେ, “ନା, ଆମ୍ଭେ ଏହି ବିଚିତ୍ର ନଗରରେ ରହିବା ନାହିଁ। ସେହି ଲୋକମାନେ ଇସ୍ରାଏଲୀୟ ନୁହନ୍ତି। ଆମ୍ଭେମାନେ ଗିବିୟାକୁ ଯିବା।” Viz kapitola |