ବିଚାରକର୍ତ୍ତା 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ତରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା। Viz kapitolaଓଡିଆ ବାଇବେଲ15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ି ଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା। Viz kapitolaପବିତ୍ର ବାଇବଲ15 ତେଣୁ ସେମାନେ ଗିବିୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ। ସେମାନେ ନଗରରେ ପ୍ରବେଶ କଲେ ଏବଂ ନଗର ଛକରେ ବସିଲେ। କିନ୍ତୁ ରାତ୍ରି ଯାପନ କରିବା ପାଇଁ କେହି ସେମାନଙ୍କୁ ନିମନ୍ତ୍ରଣ କଲା ନାହିଁ। Viz kapitola |