ବିଚାରକର୍ତ୍ତା 19:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ପୁରୁଷ ଆପଣା ଉପପନିୀ କି ଧରି ବାହାରକୁ ସେମାନଙ୍କ କତିକି ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀଠାରେ ଉପଗତ ହେଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିଯାକ ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ। Viz kapitolaଓଡିଆ ବାଇବେଲ25 ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ। Viz kapitolaପବିତ୍ର ବାଇବଲ25 କିନ୍ତୁ ସେହି ଦୁଷ୍ଟ ଲୋକମାନେ ବୃଦ୍ଧ ଲୋକଟିର ଆବେଦନ ପ୍ରତି ଧ୍ୟାନ ଦେଲେ ନାହିଁ। ତେଣୁ ସେହି ଲେବୀୟ ଲୋକ ଜଣକ, ନିଜର ଉପପତ୍ନୀକୁ ଘରୁ ବାହାର କଲେ। ତା'ପରେ ସେହି ଲୋକମାନେ ରାତ୍ରିସାରା ତା’ ସହିତ ରତିକ୍ରିୟା କଲେ ଏବଂ ପ୍ରଭାତରେ ଦାସୀକୁ ଛାଡ଼ି ଦେଲେ। Viz kapitola |