ବିଚାରକର୍ତ୍ତା 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏ ଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ଵାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ଵାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପନିୀ ସେହି ସ୍ତ୍ରୀ ଗୃହଦ୍ଵାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ଵାରବନ୍ଧ ଉପରେ ଅଛି। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି। Viz kapitolaପବିତ୍ର ବାଇବଲ27 ଏହା ପରେ ତା'ର ପ୍ରଭୁ ଉଠି ନିଜ ବାଟରେ ଯିବା ପାଇଁ ଦ୍ୱାର ଫିଟାଇଲା ଏବଂ ତା'ର ଉପପତ୍ନୀକୁ ଦ୍ୱାର ସମ୍ମୁଖରେ ପଡ଼ିଥିବାର ପାଇଲା। ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ପଡ଼ିଥିଲା। Viz kapitola |