Online Bible

- Reklamy -




ବିଚାରକର୍ତ୍ତା 19:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।

Viz kapitola kopírovat

ଓଡିଆ ବାଇବେଲ

28 ତହୁଁ ସେ ତାହାକୁ କହିଲା, ଉଠ, ଚାଲ ଆମ୍ଭେମାନେ ଯିବା; ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହୀ ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।

Viz kapitola kopírovat

ପବିତ୍ର ବାଇବଲ

28 ଲେବୀୟ ତାକୁ କହିଲା, “ଉଠ, ଗ୍ଭଲ” ଆମ୍ଭେମାନେ ଆମ୍ଭ ରାସ୍ତାରେ ଯିବା, ମାତ୍ର ସେ ଉତ୍ତର ଦେଲା ନାହିଁ। ତେଣୁ ସେ ତାକୁ ଗଧ ଉପରକୁ ନେଲା ଏବଂ ଆପଣା ସ୍ଥାନକୁ ପ୍ରସ୍ଥାନ କଲା।

Viz kapitola kopírovat




ବିଚାରକର୍ତ୍ତା 19:28

Následuj nás:

Reklamy


Reklamy