ବିଚାରକର୍ତ୍ତା 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, “ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରେ ଆପଣା ବାଟରେ ଯିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ। Viz kapitolaଓଡିଆ ବାଇବେଲ5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ। Viz kapitolaପବିତ୍ର ବାଇବଲ5 ଚତୁର୍ଥ ଦିନ ସେହି ସ୍ଥାନ ଛାଡ଼ିବା ପାଇଁ ପ୍ରଭାତରୁ ଉଠି ପ୍ରସ୍ତୁତ ହେଲେ। ସ୍ତ୍ରୀଲୋକଟିର ବାପା କହିଲା, “ପ୍ରଥମେ କିଛି ଖାଅ, ଖାଇ ସାରିବା ପରେ ତୁମେ ଯାଇପାର।” Viz kapitola |