ବିଚାରକର୍ତ୍ତା 19:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର। Viz kapitolaଓଡିଆ ବାଇବେଲ6 ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର। Viz kapitolaପବିତ୍ର ବାଇବଲ6 ତେଣୁ ଲେବୀୟ ଲୋକ ଏବଂ ତାଙ୍କ ଶ୍ୱଶୁର ଏକ ସାଙ୍ଗରେ ଖିଆପିଆ କଲେ। ଏହା ପରେ ସେହି ଯୁବତୀର ପିତା ତାଙ୍କୁ କହିଲେ, “ଦୟାକରି ଆଜି ରାତ୍ରି ଏହିଠାରେ ରହିଯାଅ ଏବଂ ନିଜକୁ ଉପଭୋଗ କର।” ତେଣୁ ସେହି ଲୋକଦ୍ୱୟ ବସି ଭୋଜନ କଲେ। Viz kapitola |