Online Bible

- Reklamy -




ବିଚାରକର୍ତ୍ତା 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ସେ ପୁରୁଷ ଓ ତାହାର ଉପପନିୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅ; ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।

Viz kapitola kopírovat

ଓଡିଆ ବାଇବେଲ

9 ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।

Viz kapitola kopírovat

ପବିତ୍ର ବାଇବଲ

9 ଏହା ପରେ ସେହି ଲେବୀୟ ଲୋକ ଜଣକ ତାଙ୍କର ଉପପତ୍ନୀ ଏବଂ ତାଙ୍କର ସେବକମାନେ ଯିବା ପାଇଁ ଉଠିଲେ। କିନ୍ତୁ ସେହି ସମୟରେ ସେହି ଯୁବତୀର ପିତା କହିଲେ, “ଏହା ବର୍ତ୍ତମାନ ଅନ୍ଧାର ଅଛି। ଦିନସରି ଗଲାଣି, ତେଣୁ ଆଜି ରାତ୍ରି ଏହିଠାରେ ରହିଯାଅ, ଏବଂ ତୁମ୍ଭେ ନିଜକୁ ଉପଭୋଗ କର। ଆସନ୍ତା କାଲି ପର୍ଯ୍ୟନ୍ତ ଏଠାରେ ରହିଯାଅ। ଆସନ୍ତାକାଲି ପ୍ରଭାତରୁ ତୁମ୍ଭେ ଉଠି ତୁମ୍ଭ ବାଟରେ ତୁମ୍ଭେ ଗ୍ଭଲିଯିବ।”

Viz kapitola kopírovat




ବିଚାରକର୍ତ୍ତା 19:9

Následuj nás:

Reklamy


Reklamy