ବିଚାରକର୍ତ୍ତା 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସେହି କାଳର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଜ୍ଞାତ ନୋହିଲେ, କି ଇସ୍ରାଏଲ ପକ୍ଷରେ ତାହାଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। Viz kapitolaଓଡିଆ ବାଇବେଲ10 ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। Viz kapitolaପବିତ୍ର ବାଇବଲ10 ଏହା ପରେ ପୂରା ପିଢ଼ି ମୃତ ହେଲେ ଏବଂ ପର ପିଢ଼ି ସେମାନଙ୍କର ଉତ୍ତରାଧିକାରୀ ହେଲେ। ଏହି ନୂତନ ବଂଶଧର ସଦାପ୍ରଭୁଙ୍କୁ ଜାଣି ନ ଥିଲେ ଏମିତିକି ସେମାନେ ଜାଣିଲେ ନାହିଁ ଇସ୍ରାଏଲର ଲୋକମାନଙ୍କର କ’ଣ ସେ କଲେ। Viz kapitola |