Online Bible

- Reklamy -




ବିଚାରକର୍ତ୍ତା 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସଦାପ୍ରଭୁ ଯେରୂପ କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେରୂପ ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ପ୍ରତିକୂଳ ହେଲାନ୍ତଏହିରୂପେ ସେମାନେ ଭାରୀ କ୍ଳେଶରେ ପଡ଼ିଲେ।

Viz kapitola kopírovat

ଓଡିଆ ବାଇବେଲ

15 ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ

15 ଯେତେବେଳେ ଇସ୍ରାଏଲବାସୀମାନେ ଯୁଦ୍ଧକୁ ବାହାରିଲେ, ସେତେବେଳେ ସେମାନେ ପରାସ୍ତ ହେଲେ। ଯେପରି ସଦାପ୍ରଭୁ ସେମାନଙ୍କ ପାର୍ଶ୍ୱରେ ନ ଥିଲେ। ସେମାନଙ୍କୁ ସଦାପ୍ରଭୁ ସତର୍କ କରାଇ ଦେଲେ ଯଦି ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଥିବା ଦେବତାମାନଙ୍କୁ ପୂଜା କରନ୍ତି, ତେବେ ସେମାନେ ଯୁଦ୍ଧରେ ହାରିବେ। ଅତଏବ, ଲୋକମାନେ ଅତିଶୟ ଅସୁବିଧା ଭୋଗ କଲେ।

Viz kapitola kopírovat




ବିଚାରକର୍ତ୍ତା 2:15

Následuj nás:

Reklamy


Reklamy