ବିଚାରକର୍ତ୍ତା 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେବେ। Viz kapitolaଓଡିଆ ବାଇବେଲ3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ। Viz kapitolaପବିତ୍ର ବାଇବଲ3 “ବର୍ତ୍ତମାନ ମୁଁ ତୁମ୍ଭକୁ ଏହିକଥା କହୁଅଛି, ‘ମୁଁ କେବେ ଅନ୍ୟ ଲୋକମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭର ଏକ ସମସ୍ୟା ହେବେ। ସେମାନେ ତୁମ୍ଭ ପ୍ରତି ଫାନ୍ଦ ସ୍ୱରୂପ ହେବେ ଓ ସେମାନଙ୍କର ଦେବତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ୱରୂପ ହେବେ।’” Viz kapitola |