ବିଚାରକର୍ତ୍ତା 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ। Viz kapitolaଓଡିଆ ବାଇବେଲ10 ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ। Viz kapitolaପବିତ୍ର ବାଇବଲ10 ଆମ୍ଭେମାନେ 100 ଜଣ ଲୋକମାନଙ୍କରୁ ଦଶ ଜଣଙ୍କୁ, 1,000 ଜଣରୁ 100 ଜଣଙ୍କୁ, ଆମ୍ଭର ସୈନ୍ୟବାହିନୀର ଖାଦ୍ୟ ସଂଗ୍ରହ କରିବାକୁ ମନୋନୀତ କଲୁ। ତେଣୁ ସୈନିକମାନେ ବିନ୍ୟାମୀନର ଗିଲିୟଦକୁ ଆକ୍ରମଣ କରିବେ। ସେମାନେ ସେହି ଲୋକମାନଙ୍କୁ ସେମାନଙ୍କର କୁକର୍ମ ଯୋଗୁଁ ଇସ୍ରାଏଲରେ ଦଣ୍ତ ଦେବେ।” Viz kapitola |