Online Bible

- Reklamy -




ବିଚାରକର୍ତ୍ତା 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେହିଦିନ ନଗରମାନରୁ ଆଗତ ବିନ୍ୟାମୀନ-ସନ୍ତାନଗଣର ଛବିଶ ହଜାର ଖଡ଼୍‍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

15 ସେହିଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍ ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

15 ସେହି ଦିନ ନଗରମାନଙ୍କରୁ ଆସନ୍ତା ବିନ୍ୟାମୀନ ସନ୍ତାନଗଣର 26,000 ‌‌ଖ‌ଡ଼୍‌ଗଧାରୀ ଲୋକ ଗଣିତ ହେଲେ। ଏହାଛଡ଼ା ଗିବିୟା ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ।

Viz kapitola kopírovat




ବିଚାରକର୍ତ୍ତା 20:15

Následuj nás:

Reklamy


Reklamy