ବିଚାରକର୍ତ୍ତା 20:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ଵାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ। Viz kapitolaଓଡିଆ ବାଇବେଲ22 ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ। Viz kapitolaପବିତ୍ର ବାଇବଲ22-23 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଗଲେ ଏବଂ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରେ କ୍ରନ୍ଦନ କଲେ। ସେମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଆମ୍ଭେମାନେ କ’ଣ ଆମ୍ଭମାନଙ୍କର ଆପଣା ଭାଇ ବିନ୍ୟାମୀନ ଲୋକମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବା ଉଚିତ୍?” ସଦାପ୍ରଭୁ ସେମାନଙ୍କୁ କହିଲେ, “ସେମାନଙ୍କ ବିରୁଦ୍ଧରେ ଯାଅ।” ଏହିପରି ଇସ୍ରାଏଲମାନେ ଉତ୍ସାହିତ ହେଲେ ଏବଂ ବିନ୍ୟାମୀନ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, ଯେପରି ସେମାନେ ପ୍ରଥମ ଦିନରେ କରିଥିଲେ। Viz kapitola |