ବିଚାରକର୍ତ୍ତା 20:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ଇସ୍ରାଏଲ-ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ। Viz kapitolaଓଡିଆ ବାଇବେଲ23 ପୁଣି ଇସ୍ରାଏଲ ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା ? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ। Viz kapitola |