ବିଚାରକର୍ତ୍ତା 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ବିନ୍ୟାମୀନ ସେହି ଦ୍ଵିତୀୟ ଦିନ ସେମାନଙ୍କ ପ୍ରତିକୂଳରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ଼୍ଗଧାରୀ ଥିଲେ। Viz kapitolaଓଡିଆ ବାଇବେଲ25 ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ। Viz kapitolaପବିତ୍ର ବାଇବଲ25 ଦ୍ୱିତୀୟ ଦିନରେ ବିନ୍ୟାମୀନ ପରିବାରବର୍ଗର ସୈନ୍ୟଗଣ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗିବିୟାରୁ ବାହାରି ଆସିଲେ। ଏହିଥର ବିନ୍ୟାମୀନ ତାଲିମପ୍ରାପ୍ତ ସୈନ୍ୟଗଣ ଇସ୍ରାଏଲର 18,000 ସୈନ୍ୟଙ୍କୁ ହତ୍ୟା କଲେ। ଯେଉଁମାନେ କି ସେମାନଙ୍କର ତାଲିମପ୍ରାପ୍ତ ସୈନିକ ଥିଲେ। Viz kapitola |