Online Bible

- Reklamy -




ବିଚାରକର୍ତ୍ତା 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 (ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 (ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପୀକି ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।

Viz kapitola kopírovat

ଓଡିଆ ବାଇବେଲ

3 (ତହୁଁ ଇସ୍ରାଏଲ ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା ? ତାହା ଆମ୍ଭମାନଙ୍କୁ କୁହ।

Viz kapitola kopírovat

ପବିତ୍ର ବାଇବଲ

3 ବିନ୍ୟାମୀନୀୟ ପରିବାରବର୍ଗର ଲୋକମାନେ ଶୁଣିବାକୁ ପାଇଲେ ଯେ ଇସ୍ରାଏଲର ସମସ୍ତ ଲୋକ ମି‌ସ୍‌ପୀରେ ଏକତ୍ରିତ ହୋଇଛନ୍ତି। ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭମାନଙ୍କୁ କୁହ ଏପରି ଭୟଙ୍କର ଅବସ୍ଥା କିପରି ହେଲା?”

Viz kapitola kopírovat




ବିଚାରକର୍ତ୍ତା 20:3

Následuj nás:

Reklamy


Reklamy