ବିଚାରକର୍ତ୍ତା 20:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍କୁ ସ୍ଥାନ ଛାଡ଼ିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଏହିରୂପେ ବିନ୍ୟାମୀନ-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନକୁ ସ୍ଥାନ ଛାଡ଼ିଦେଲେ। Viz kapitolaଓଡିଆ ବାଇବେଲ36 ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍କୁ ସ୍ଥାନ ଛାଡ଼ିଦେଲେ। Viz kapitolaପବିତ୍ର ବାଇବଲ36 ତେଣୁ ବିନ୍ୟାମୀନ ଲୋକମାନେ ଦେଖିଲେ ଯେ ସେମାନେ ହାରି ଯିବେ। ଇସ୍ରାଏଲର ସୈନ୍ୟମାନେ ପଛକୁ ଫେରିଲେ। ସେମାନେ ବୁଲିଗଲେ କାରଣ ସେମାନେ ବିନ୍ୟାମୀନମାନଙ୍କ ଉପରେ ହଠାତ୍ ଆକ୍ରମଣ କରିବା ପାଇଁ ଗ୍ଭହୁଁଥିଲେ। ଯେଉଁ ଲୋକମାନେ ଗିବିୟାରେ ଲୁଚି ରହିଥିଲେ ସେହିମାନେ ଆକ୍ରମଣ ଆରମ୍ଭ କରିଦେଲେ। Viz kapitola |