ବିଚାରକର୍ତ୍ତା 20:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। Viz kapitolaଓଡିଆ ବାଇବେଲ39 ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। Viz kapitolaପବିତ୍ର ବାଇବଲ39 ବିନ୍ୟାମୀନର ସୈନ୍ୟମାନେ ପ୍ରାୟ ତିରିଶ୍ ଜଣ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ହତ୍ୟା କଲେ। ତେଣୁ ବିନ୍ୟାମୀନୀୟମାନେ ନିଜକୁ ନିଜେ କହିଲେ, “ଆମ୍ଭେମାନେ ଠିକ୍ ପୂର୍ବ ପରି ଜୟ କରୁଛୁ।” Viz kapitola |