ବିଚାରକର୍ତ୍ତା 20:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ବିହ୍ଵଳ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ। Viz kapitolaଓଡିଆ ବାଇବେଲ41 ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ। Viz kapitolaପବିତ୍ର ବାଇବଲ41 ଏହା ପରେ ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ିବା ବନ୍ଦ କରିଦେଲେ। ସେମାନେ ସମସ୍ତେ ଯୁଦ୍ଧ କରିବା ପାଇଁ ଏକତ୍ରିତ ହୋଇଗଲେ। ବିନ୍ୟାମୀନର ସୈନ୍ୟମାନେ ଭୟଭୀତ ହୋଇଗଲେ। ସେମାନେ ଅନୁଭବ କଲେ ଯେ, ଏକ ଭୟଙ୍କର ବିପଦ ସେମାନଙ୍କ ଉପରକୁ ଆସୁଅଛି। Viz kapitola |