ବିଚାରକର୍ତ୍ତା 20:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ। Viz kapitolaଓଡିଆ ବାଇବେଲ45 ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ45 ବିନ୍ୟାମୀନୀୟ ସୈନ୍ୟମାନେ ମରୁଭୂମି ଆଡ଼କୁ ଦୌଡ଼ିଲେ। ସେମାନେ ରିମ୍ମୋନ ଶୈଳ ନିକଟକୁ ଦୌଡ଼ିଲେ। କିନ୍ତୁ ଇସ୍ରାଏଲର ସୈନ୍ୟମାନେ ବିନ୍ୟାମୀନୀୟ 5,000 ସୈନିକଙ୍କୁ ରାସ୍ତା ଉପରେ ହତ୍ୟାକଲେ। ଏବଂ ସେମାନେ ପଳାୟନକାରୀ ବିନ୍ୟାମୀନୀୟ ସୈନ୍ୟମାନଙ୍କୁ ଗିଦିୟୋମ୍ ପର୍ଯ୍ୟନ୍ତ ଗୋଡ଼ାଇ ଥିଲେ। ସେଠାରେ ଇସ୍ରାଏଲର ସୈନ୍ୟମାନେ ଆହୁରି 2,000 ବିନ୍ୟାମୀନର ସୈନ୍ୟମାନଙ୍କୁ ହତ୍ୟା କଲେ। Viz kapitola |