Online Bible

- Reklamy -




ବିଚାରକର୍ତ୍ତା 20:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

48 ଅନନ୍ତର ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ-ସନ୍ତାନଗଣର ପ୍ରତିକୂଳରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ଼୍‍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।

Viz kapitola kopírovat

ଓଡିଆ ବାଇବେଲ

48 ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।

Viz kapitola kopírovat

ପବିତ୍ର ବାଇବଲ

48 ଇସ୍ରାଏଲର ସୈନ୍ୟମାନେ ବିନ୍ୟାମୀନର ଦେଶକୁ ଫେରିଗଲେ। ସେମାନେ ପ୍ରତ୍ୟେକ ସହରର ପ୍ରତ୍ୟେକ ଲୋକମାନଙ୍କୁ ହତ୍ୟା କଲେ, ଯେଉଁମାନଙ୍କୁ ସେମାନେ ଭେଟିଲେ। ସେମାନେ ପଶୁମାନଙ୍କୁ ହତ୍ୟା କଲେ ଓ ସେମାନଙ୍କର ସମ୍ମୁଖରେ ଯାହା ପଡ଼ିଲା ସେଗୁଡ଼ିକୁ ସେମାନେ ଧ୍ୱଂସ କଲେ। ପୁଣି ସେମାନେ ଯେଉଁ ସହରରେ ପ୍ରବେଶ କଲେ ତାକୁ ଅଗ୍ନିରେ ପୋଡ଼ି ପକାଇଲେ।

Viz kapitola kopírovat




ବିଚାରକର୍ତ୍ତା 20:48

Následuj nás:

Reklamy


Reklamy