ବିଚାରକର୍ତ୍ତା 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ଵୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ। Viz kapitolaଓଡିଆ ବାଇବେଲ8 ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ। Viz kapitolaପବିତ୍ର ବାଇବଲ8 ଏହା ପରେ ଜଣେ ଲୋକ ପରି ସମସ୍ତ ଲୋକ ଏକା ସମୟରେ ଉଠି ପଡ଼ିଲେ ଓ କହିଲେ, “ଆମ୍ଭମାନଙ୍କ ମଧ୍ୟରୁ କେହି ଗୃହକୁ ଯିବା ନାହିଁ। କେହି କାହାର ସ୍ୱଗୃହକୁ ଫେରିବା ନାହିଁ। Viz kapitola |